Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ଶ୍ୱେତପତ୍ର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେଡିର ଟାର୍ଗେଟ

    -ପୂର୍ବବର୍ଷ ତୁଳନାରେ ୭.୩ ପ୍ରତିଶତ ଅପରାଧ ବୃଦ୍ଧି -ପ୍ରତିଦିନ ୮ ଦୁଷ୍କର୍ମ ଓ ୪ ହତ୍ୟା -ସମସ୍ତ ପର୍ଯ୍ୟଟନସ୍ଥଳୀ ଗୁଡିକ ଅସୁରକ୍ଷିତ ଭୁବନେଶ୍ୱର:୨୮/୩- ରାଜ୍ୟରେ ଘଟୁଥିବା ଅପରାଧ ଉପରେ ବିଧାନସଭାରେ ଶ୍ୱେତପତ୍ର ପ୍ରକାଶ କରିବା ପରେ ମୁଖ୍ୟମନ୍ତ୍ରୀ ପୂର୍ବ ସରକାରଙ୍କ ଅପରାଧ ପ୍ରେମ ଶେଷ ବୋଲି ସାମାଜିକ ଗଣମାଧ୍ୟମରେ ଦେଇଥିବା ଟିପ୍ପଣୀ ଉପରେ ପ୍ରତିକ୍ରିୟା ରଖି ବିଜେଡି ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି। ବିଜେଡି ଗଣମାଧ୍ୟମ ସଂଯୋଜକ ଲେନିନ…

    , ,

    📆

  • ରତ୍ନଭଣ୍ଡାର ଗଣତି ମଣତି

    ମୁଁ ଜାଣି ନାହିଁ-ଶଙ୍କାରଚାର୍ଯ୍ୟ ଭୁବନେଶ୍ୱର:୨୮/୩-ଶ୍ରୀମନ୍ଦିରର ଯେକୌଣସି ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରିବା ନେଇ ସୁପ୍ରିମ କୋର୍ଟଙ୍କ ନିର୍ଦେଶ ରହିଛି। ଏହାସତ୍ତ୍ୱେ ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ପୁରୀ ଶଙ୍କରାଚାର୍ଯ୍ୟ ଜଗତଗୁରୁ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ସହ ଆଲୋଚନା କରାଯାଇ ନ ଥିବା ଜଣାଯାଇଛି। ଏହା ଉପରେ ବଡ ଧରଣର ବୟାନ ଦେଇଛନ୍ତି ଶଙ୍କରାଚାର୍ଯ୍ୟ। ରତ୍ନଭଣ୍ଡାର ଗଣତିମଣତି କଥା ମୁଁ ଜାଣି ନାହିଁ ବୋଲି…

    , ,

    📆

  • ରାଜ୍ୟରେ ଖୋଲିବନି ନୂଆ ମଦ ଦୋକାନ

    ଭୁବନେଶ୍ୱର:୨୬/୩- ସରକାର ୩ ବର୍ଷିଆ ନୂଆ ଅବକାରୀ ନୀତି ଆଣିଛନ୍ତି। ଏପ୍ରିଲ ୧ ତାରିଖରୁ ଏହା ଲାଗୁ ହେବ । ନୂଆ ନୀତି ଅନୁଯାୟୀ ରାଜ୍ୟରେ ନୂଆ ଅଫ କିମ୍ବା ଅନ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବା ପାଇଁ ଅନୁମୋଦନ ଦିଆଯିବ ନାହିଁ। କେବଳ ଶିଳ୍ପାଞ୍ଚଳର ୩-ତାରକା ଓ…

    , ,

    📆

  • ବଢିବନି ବିଧାୟକଙ୍କ ଦରମା

    ଭୁବନେଶ୍ୱର:୨୬/୩- ବିଧାୟକଙ୍କ ଦରମା ବଢ଼ିବନି। ଦରମା ବୃଦ୍ଧି ବିଧେୟକ ପ୍ରତ୍ୟାହାର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ବର୍ଷ ବିଧେୟକ ଆଗତ କରି ବାଚସ୍ପତି, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବୃଦ୍ଧି କରାଯାଇଥିଲା। ନୂଆ ବିଧେୟକ ବିଧାନସଭାରେ ପାରିତ ହେବା ପରେ ଦରମା ଓ ଆନୁସଙ୍ଗିକ ଭତ୍ତା ବାବଦକୁ ବିଧାୟକଙ୍କୁ ୩ ଲକ୍ଷ ୪୫ ହଜାର ଟଙ୍କା ମିଳିଥାନ୍ତା। ସେହିପରି ବାଚସ୍ପତି, ଉପ ବାଚସ୍ପତି, ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ…

    , ,

    📆

  • ବିଜେଡିକୁ ଫେରିଲେ ରଘୁ ମହାନ୍ତି ଓ ଜୀବନ ପ୍ରଦୀପ

    ଭୁବନେଶ୍ୱର:୨୫/୩-ବାଲେଶ୍ୱର ଜିଲ୍ଲାର ଦୁଇଜଣ ଟାଣୁଆ ରାଜନେତା ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ ବୁଧବାର ବିଜେଡିକୁ ଫେରିଛନ୍ତି। ସେମାନଙ୍କ ଘରବାହୁଡ଼ା ପାଇଁ ଶଙ୍ଖଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକ ନବୀନ ନିବାସରେ ଏହି ଦୁଇ ନେତାଙ୍କୁ ସ୍ୱାଗତ କରିଥିଲେ। ଏ ଦୁଇ ନେତାଙ୍କ ଯୋଗଦାନ ଦ୍ୱାରା ବିଜେଡି ବାଲେଶ୍ୱର ଜିଲ୍ଲାରେ…

    , ,

    📆

  • ବିଧାନସଭାରେ ଅଚଳାବସ୍ଥା

    ସ୍ଲୋଗାନ ଥିବା କଳା ଟି-ସାର୍ଟ ପିନ୍ଧି କଳାଦିବସ ପାଳିଲେ ବିରୋଧୀ ଭୁବନେଶ୍ୱର: ୨୫/୩- ବିଧାନସଭାରେ କ୍ରମାଗତ ଭାବେ ଅଚଳାବସ୍ଥା ଲାଗି ରହିଛି। ପ୍ରଶ୍ନକାଳ ଓ ଶୂନ୍ୟକାଳ ବାଧାପ୍ରାପ୍ତ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳର ସମସ୍ୟା ଉପରେ ଆଲୋଚନା ହୋଇପାରୁନି। ବୁଧବାର ଗୃହରେ ବିରୋଧୀ ନଥିବା ସମୟରେ ଗୃହ ବିଭାଗ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଖର୍ଚ୍ଚ ଦାବି ଅନୁମୋଦନ ଲାଭ କରିଛି। କଟକ ବଡ଼ ମେଡିକାଲରେ ବଡ଼ ଧରଣର ଦୁର୍ଘଟଣା ପରେ…

    , ,

    📆

  • ପ୍ରଥମ ଜାତୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍‌

    ଭୁବନେଶ୍ୱର:୨୪/୩-ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ପ୍ରୟାସରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡ଼ିୟମଠାରେ “ପ୍ରଥମ ଜାତୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍ ୨୦୨୬’ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏଭଳି ଏକ ବିଶ୍ୱସ୍ତରୀୟ ଇନଡୋର ଷ୍ଟାଡିୟମ ନିର୍ମାଣ କରି ଭାରତୀୟ କ୍ରୀଡ଼ା…

    , ,

    📆

  • ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ, ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ

    ଭୁବନେଶ୍ୱର:୨୪/୩- ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ-୨୦୨୬ ପାଳିତ ହୋଇଯାଇଛିଫ ଏହି ଅବସରରେ ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ ୨.୦ ର ଶହେ ଦିନିଆ କ୍ୟାମ୍ପେନର ଶୁଭାରମ୍ଭ ମଧ୍ୟ ହୋଇଛି। ରାଷ୍ଟ୍ରୀୟ ସ୍ତରରେ ଆଜି କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଯକ୍ଷ୍ମା ମୁକ୍ତ ଭାରତ: ଶହେ ଦିନିଆ ଅଭିଯାନ- ୨.୦ ର ଶୁଭାରମ୍ଭ କରିଛନ୍ତି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏହି…

    , ,

    📆

  • ମଧ୍ୟପ୍ରାଚ୍ୟ ବିବାଦ-ରାଜ୍ୟ ଅର୍ଥନୀତିରେ ଏହାର ପ୍ରଭାବ ସଂପର୍କରେ ସମୀକ୍ଷା

    ଭୁବନେଶ୍ୱର୨୪/୩-ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ବିବାଦ ଏବଂ ଏହାର ପ୍ରଭାବ ରାଜ୍ୟ ଅର୍ଥନୀତି ଉପରେ କିପରି ପଡ଼ୁଛି ସେ ସଂପର୍କରେ ସ୍ଥିତି ସମୀକ୍ଷା ଓ ନିରୀକ୍ଷଣ ପାଇଁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାରତ, ବିଶେଷକରି ଓଡ଼ିଶା ଉପରେ ଏହି ବିବାଦର ସାମଗ୍ରିକ ଅର୍ଥନୈତିକ ଏବଂ କ୍ଷେତ୍ରଭିତ୍ତିକ ପ୍ରଭାବ ବିଷୟରେ ବିସ୍ତୃତ ଆଲୋଚନା କରାଯାଇଥିଲା।…

    , ,

    📆

  • ପ୍ରତି ପରିବାରରେ ପହଞ୍ଚିବ ପାଇପ ପାଣି

    ‘ହର୍ ଘର୍ ଜଲ୍‌’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:୨୪/୩- ଓଡିଶାରେ ଜଳ ଜୀବନ ମିଶନ ୨.୦ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନୂଆଦିଲ୍ଲୀରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି.ଆର୍…

    , ,

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.