Hi, I’m Alex 👋

I’m a web creator based in Austin. I enjoy building interfaces that feel smooth, fast, and human. This little corner of the internet is where I write, share ideas, and experiment with code.

HTML 5

CSS3

JavaScript

ReacJS

WordPress

Gutenberg

Or…

Ready to Start Your Journey with Us?

Advertisement

  • ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ

    ଭୁବନେଶ୍ୱର :23/1- ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ଅବସରରେ ନେତାଜୀଙ୍କ ଜନ୍ମସ୍ଥଳୀ କଟକ ଓଡିଆ ବଜାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    📆

  • ଜାତୀୟ ଶିକ୍ଷା ନୀତି ୨୦୨୦

    ରାଜ୍ୟର ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ନେଇ ଆଲୋଚନା ଭୁବନେଶ୍ୱର :23/1- ଜାତୀୟ ଶିକ୍ଷା ନୀତି ୨୦୨୦ ର କାର୍ଯ୍ୟକାରିତା ନେଇ ଚାଲିଥିବା ତିନି ଦିନିଆ କର୍ମଶାଳାରେ ଆଜି ତୃତୀୟ ତଥା ଅନ୍ତିମ ଦିନରେ ବିଭିନ୍ନ ବିଷୟବସ୍ତୁ ନେଇ ଆଲୋଚନା କରାଯାଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନଠାରେ ଜାତୀୟ ଶିକ୍ଷା ନୀତିର ବିଭିନ୍ନ ଦିଗକୁ ନେଇ ଦଶଟି ଗ୍ରୁପ୍ ବିସ୍ତୃତ ଆଲୋଚନା କରିଛନ୍ତି। ପ୍ରାରମ୍ଭିକ ପର୍ଯ୍ୟାୟ, ମଧ୍ୟ ଏବଂ ମାଧ୍ୟମିକ ପର୍ଯ୍ୟାୟ,…

    ,

    📆

  • ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ୱର:୨୨/୧-ଆସନ୍ତା ୨୮ତାରିଖରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ “ଉତ୍କର୍ଷଓଡ଼ିଶା”-ମେକ୍ଇନ୍ ଓଡ଼ିଶା କାନକ୍ଳେଭ-୨୦୨୫ ରେ ଯୋଗ ଦେବେ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସମ୍ପାଦନ କରିବାକୁ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟଶାସନସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନିର୍ଭିୁଲ ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଆବଶ୍ୟକ ନିର୍ଦ୍ଦେଶ…

    ,

    📆

  • ଓଡିଶାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରାଯିବ

    ନୂତନ ଶିକ୍ଷା ନୀତି-2020 ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳା -ପ୍ରି-ସ୍କୁଲ ପିଲାଙ୍କ ପାଇଁ ଶିଶୁ ବାଟିକା ଖୋଲାଯିବ- ମୁଖ୍ୟମନ୍ତ୍ରୀ -ରାଜ୍ୟର ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନେ ସ୍ଥାନ ପାଇବା ଆବଶ୍ୟକ- କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର:21 ଜାନୁଆରୀ-ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ନୂଆ ଶିକ୍ଷା ନୀତି-2020 ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର…

    ,

    📆

  • ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ୨୦୨୦

    ରାଜ୍ୟ ପାଇଁ ପର୍ଯ୍ୟାୟକ୍ରମେ କାର୍ଯ୍ୟାନ୍ୱୟନ ପ୍ରସ୍ତୁତ କରିବା ପାଇଁ ତିନି ଦିନିଆ ଜାତୀୟସ୍ତରୀୟ କର୍ମଶାଳା ଭୁବନେଶ୍ୱର: ୨୦ ଜାନୁଆରୀ ୨୦୨୫-କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ (MoE) ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି (NEP), ୨୦୨୦ ସମସ୍ତଙ୍କୁ ଉଚ୍ଚମାନର ଶିକ୍ଷା ପ୍ରଦାନ ସହ ଏକବିଂଶ ଶତାବ୍ଦୀର ଶିକ୍ଷା ବ୍ୟବସ୍ଥାରେ ଐତିହାସିକ ପରିବର୍ତ୍ତନ ଆଣିବା ନେଇ ସଂକଳ୍ପବଦ୍ଧ। ସୁଗମତା, ସମାନତା, ଗୁଣାତ୍ମକ ଶିକ୍ଷା ଏବଂ ଦାୟିତ୍ୱବୋଧ ଆଦି ସ୍ତମ୍ଭ ଆଧାରରେ ପରିଚାଳିତ…

    ,

    📆

  • କୃଷି ଭବନ କାନ୍ଥରୁ ଖସିଲାଣି ପଥର ପ୍ଲେଟ

    2018 ସେପ୍ଟେମ୍ବର 20 ତାରିଖରେ ନୂତନ ଶୈଳୀରେ ନିର୍ମିତ ହୋଇଥିଲା କୃଷି ଭବନ I 6 ବର୍ଷ ପରେ କାନ୍ଥରୁ ଖସିଲାଣି ପଥର ପ୍ଲେଟ

    ,

    📆

  • ପ୍ରଥମ ବିଶ୍ୱକପ୍ ପ୍ରତିଯୋଗିତାରେ ଭାରତୀୟ ଖୋଖୋ ଦଳର ଐତିହାସିକ ବିଜୟ

    ଉଭୟ ମହିଳା ଓ ପୁରୁଷ ବର୍ଗରେ ନେପାଳର ଖୋଖୋ ଟିମ୍‌କୁ ପରାସ୍ତ କରି ବିଜୟ ହାସଲ କଲା ଟିମ୍ ଭାରତ ଭୁବନେଶ୍ୱର:19/1-ଇତିହାସ ରଚିଲା ଭାରତ। ପ୍ରଥମ ଖୋଖୋ ବିଶ୍ୱକପ୍ ପ୍ରତିଯୋଗିତାରେ ନେପାଳର ଖୋଖୋ ଦଳକୁ ପରାସ୍ତ କରି ଉଭୟ ମହିଳା ଓ ପୁରୁଷ ବର୍ଗରେ ଭାରତୀୟ ଖୋଖୋ ଦଳ ଐତିହାସିକ ବିଜୟ ହାସଲ କରିଛନ୍ତି। ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଷ୍ଟାଡିୟମ ଠାରେ ଜାନୁଆରୀ ୧୩ ତାରିଖ ଠାରୁ ଜାନୁଆରୀ ୧୯…

    ,

    📆

  • କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ଜି କିଶନ ରେଡ୍ଡୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

      ଭୁବନେଶ୍ୱର:19/1- ରାଜ୍ୟ ଅତିଥି ଭବନରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଶନ ରେଡ୍ଡୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତ ଆଲୋଚନା

    📆

  • SVAMITVA YOJANA

    (Survey of Villages and Mapping with Improvised Technology in Village Areas) Ministry Of Panchayati Raj.  SVAMITVA, a Central Sector scheme of the Ministry of Panchayati Raj provides a ‘Record of Rights’ to village household owners with the issuance of legal ownership cards (Property cards/Title deeds) to the property owners by…

    📆

  • ମହିଳା ସଶକ୍ତିକରଣରେ ସହାୟକ ହେବ ସ୍ଵାମୀତ୍ୱ ଯୋଜନା

    ଭୁବନେଶ୍ୱର:19/01-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କରକମଳରେ ସ୍ଵାମୀତ୍ୱ ଯୋଜନା ଅଧିନରେ ଦେଶର ୫୦,୦୦୦ରୁ ଅଧିକ ଗ୍ରାମର ମୋଟ ୬୫ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ସମ୍ପତ୍ତି କାର୍ଡର ଇ-ବିତରଣ କରାଯାଇଛି। ଏହି ପ୍ରମାଣପତ୍ର କାର୍ଡ ଦ୍ଵାରା ଜନବସତି ସମ୍ପତ୍ତିର ମାଲିକାନାରେ ସ୍ଵଚ୍ଛତା ଆସିବ, ଜମିର ଆଇନଗତ ମାଲିକାନା ମଧ୍ୟ ସ୍ପଷ୍ଟ ହେବ। ଏହି ଯୋଜନା ସମ୍ପତ୍ତି ମାଲିକମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଭାରତରେ ଉନ୍ନତ ଭିତ୍ତିଭୂମି ଯୋଜନା, ଆର୍ଥିକ ସ୍ଥିରତା ଏବଂ…

    📆

About

Alex Peregrine

Reflective Blogger

I build frontend experiences while exploring technology, business, and wellness, sharing insights that inspire innovation, growth, and balance.

📍New York, USA

Work Experience

Technologies

Figma

Collaborate and design interfaces in real-time.

Notion

Organize, track, and collaborate on projects easily.

DaVinci Resolve 20

Professional video and graphic editing tool.

Illustrator

Create precise vector graphics and illustrations.

Photoshop

Professional image and graphic editing tool.