GovernanceMediaMore କବି ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ By ସଂକ୍ଷିପ୍ତ ଖବର April 30, 2025 1 Min Read Comments Off on କବି ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଜୟଦେବ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଜୟଦେବ ଭବନ ଠାରେ ଗୀତଗୋବିନ୍ଦର ରଚୟିତା କବି ଜୟଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଭକ୍ତିପୂତ ସମ୍ମାନ ଜଣାଉଛନ୍ତି।