GovernanceMediaMore ମୁଖ୍ୟମନ୍ତ୍ରୀଙ୍କ ମକର ବୁଡ଼ By ସଂକ୍ଷିପ୍ତ ଖବର January 15, 2026 1 Min Read Comments Off on ମୁଖ୍ୟମନ୍ତ୍ରୀଙ୍କ ମକର ବୁଡ଼ ପବିତ୍ର ମକର ସଂକ୍ରାନ୍ତି ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲ୍ଲା ପାଟଣା ରାଜନଗରରେ ମକର ବୁଡ଼ ପକାଇଛନ୍ତି ।