MediaMore ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଘାଟିତ By ସଂକ୍ଷିପ୍ତ ଖବର December 6, 2024 1 Min Read Comments Off on ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଘାଟିତ ଭୁବନେଶ୍ୱର:6/12/2024-ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପୁସ୍ତକମେଳା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ।