GovernanceMediaMore ବରିଷ୍ଠ ସାମ୍ବାଦିକ ସ୍ଵର୍ଗତ ରତିକାନ୍ତ ମହାନ୍ତିଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି By ସଂକ୍ଷିପ୍ତ ଖବର April 29, 2025 1 Min Read Comments Off on ବରିଷ୍ଠ ସାମ୍ବାଦିକ ସ୍ଵର୍ଗତ ରତିକାନ୍ତ ମହାନ୍ତିଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ରାମ ମନ୍ଦିର ପରିସରରେ ବରିଷ୍ଠ ସାମ୍ବାଦିକ ସ୍ଵର୍ଗତ ରତିକାନ୍ତ ମହାନ୍ତିଙ୍କ ଦ୍ଵାଦଶାହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି।